Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଆଜି ହେଉଛି ଜନ୍ମଦିନ
ଆଜିର ଖବର

ଓଡିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଆଜି ହେଉଛି ଜନ୍ମଦିନ

June 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜି ହେଉଛି ଓଡିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ତଥା ଲୌହମାନବୀ ନନ୍ଦିନୀ ଶତପଥୀଙ୍କ ଜନ୍ମ ଦିନ। ଜନ୍ମଦିନ ଉପଲକ୍ଷେ ରାଜଭବନ ଛକ ପାଖରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟର ପ୍ରତିଷ୍ଠିତ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ତାଙ୍କର ପୁତ୍ରବଧୂ ତଥାଗତ ଶତପଥୀ ଏବଂ ଆଦ୍ୟାଶା ଶତପଥୀ ମଧ୍ୟ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏହି ମହୀୟଷି ମହିଳା 1931 ମସିହା ଜୁନ 9 ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ଛାତ୍ରୀ ଜୀବନରୁ ସେ ନେତୃତ୍ୟ ନେବା ସହିତ ସାହିତ୍ୟ ଅନୁରାଗି ମଧ୍ୟ ଥିଲେ। ସେ 1962 ମସିହାରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ 1972ରେ ସେ ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହା ପରଠାରୁ ସ 1995 ମସିହା ପର୍ଯ୍ୟନ୍ତ ସାତ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଆସୁଥିଲେ। ସେ ଭାରତର ବିଭିନ୍ନ ପ୍ରତିଷ୍ଠିତ ସାହିତ୍ୟିକଙ୍କ କୃତିକୁ ଓଡିଆ ଅନୁବାଦ ମଧ୍ୟ କରିଛନ୍ତି। ସେ 2006 ମସିହା ଅଗଷ୍ଟ 4 ତାରିଖରେ ମୃତ୍ୟୁବରଣ କରିଥିଲେ।

ନନ୍ଦିନୀ ଶତପଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.