Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେବୀ ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ କାମାକ୍ଷା ମଧ୍ୟରେ ଚାଲିବ ଏକ ସ୍ବତନ୍ତ୍ର ଟ୍ରେନ
ଆଜିର ଖବର

ଦେବୀ ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ କାମାକ୍ଷା ମଧ୍ୟରେ ଚାଲିବ ଏକ ସ୍ବତନ୍ତ୍ର ଟ୍ରେନ

June 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ପୁରୀ ଏବଂ କାମାକ୍ଷା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଅଛି। ସେହି ଅନୁସାରେ ଏହି ଟ୍ରେନଟି ନିମ୍ନ ନିର୍ଦ୍ଧାରିତ ସମୟ ମଧ୍ୟରେ ଚଳାଚଳ କରିବ।

୦୫୬୪୦/୦୫୬୩୯ କାମାକ୍ଷା-ପୁରୀ-କାମାକ୍ଷା ସ୍ପେଶାଲ୍ ଟ୍ରେନ କାମାକ୍ଷା ଠାରୁ ଜୁନ ମାସ ୨୦ ତାରିଖରୁ ପ୍ରତ୍ୟେକ ରବିବାର ଦିନ ସନ୍ଧ୍ୟା ୮ଘ ୧୦ମି ରେ ଛାଡିବାକୁ ଥିବାବେଳେ ଏହି ଟ୍ରେନ ପୁରୀ ଠାରୁ ଜୁନ ମାସ ୨୨ ତାରିଖ ଠାରୁ ପ୍ରତ୍ୟେକ ମଙ୍ଗଳବାର ଦିନ ଅପରାହ୍ନ ୨ଘ.୫୫ମି.ରେ ଛାଡି ପରବର୍ତ୍ତୀ ଆଦେଶ ପଯ୍ୟନ୍ତ ଚଳାଚଳ କରିବ।

ଏହି ଟ୍ରେନ ପୂର୍ବତଟ ରେଳପଥ ପରିସୀମାରେ ସାକ୍ଷୀଗୋପଳ, ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଭଦ୍ରକ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ପୁରୀ ଓ କାମାକ୍ଷା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ ଯଥା ବାଲେଶ୍ୱର, ହ୍ୱିଜିଲି, ମେଦିନପୁର, ଆସନସୋଲ, ଦୁର୍ଗାପୁର, ରାମପୁର ହାଟ, ନ୍ୟୁ ଜଲପାଈଗୁଡ଼ି ଓ ରଙ୍ଗିଆ ଭଳି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ ମାନଙ୍କରେ ରହଣି କରିବ।

ସ୍ବତନ୍ତ୍ର ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.