Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୨୧୦ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୨୧୦ କୁ ବୃଦ୍ଧି

June 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୨୧୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ,  ବଲାଙ୍ଗୀରି, ଏବଂ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ, କେନ୍ଦ୍ରାପଡା, କନ୍ଧମାଳ, ନୟାଗଡ  ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୭୨ ହଜାର ୯୭୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୬ ହଜାର ୨୨୬ ଜଣ। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ ରେ ପହଞ୍ଚିଛି।

ଓଡିଶା କରୋନାଜନିତ ମୃତ୍ୟୁ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.