Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୫୧୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୫୧୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

June 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୫୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୧୮, କଟକରୁ ୭୩୮, ବାଲେଶ୍ବରରୁ ୫୬୪, ମୟୂରଭଞ୍ଜରୁ ୫୫୬, ଯାଜପୁରରୁ ୫୧୪, ଢେଙ୍କାନାଳରୁ ୪୮୫, ସୁନ୍ଦରଗଡରୁ ୪୭୩, ପୁରୀରୁ ୪୩୭, ରାୟଗଡାରୁ ୩୬୯, ଜଗତସିଂହପୁରରୁ ୨୫୬, ବୌଦ୍ଧଋ ୨୫୪, ନୟାଗଡରୁ ୨୨୪, କେନ୍ଦ୍ରାପଡାରୁ ୨୨୧, ନବରଙ୍ଗପୁରରୁ ୨୧୫, ଅନୁଗୁଳରୁ ୨୦୩, କଳାହାଣ୍ଡିରୁ ୧୮୨, ବରଗଡରୁ ୧୮୧, କେନ୍ଦୁଝରରୁ ୧୭୩, କୋରାପୁଟରୁ ୧୬୮, ସମ୍ବଲପୁରରୁ ୧୬୦, ଭଦ୍ରକରୁ ୧୪୪, ସୋନପୁରରୁ ୧୩୨, ମାଲକାନାଗିରିରୁ ୯୯, ବଲାଙ୍ଗୀରିରୁ ୮୯, ଝାରସୁଗୁଡାରୁ ୮୦, ଦେବଗଡରୁ ୭୧, କନ୍ଧମାଳଋ ୭୦, ଗଜପତିରୁ ୫୬, ନୂଆପଡାରୁ ୫୦, ଗଞ୍ଜାମରୁ ୪୯  ଏବଂ ଷ୍ଟେଟ ପୁଲରୁ ୧୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୮୧ ହଜାର ୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୭ ହଜାର ୭୧୦ ଜଣ। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ ରେ ପହଞ୍ଚିଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Latest News

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.