Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୨ ବର୍ଷରେ ‘ଟାରଜନ୍’ ଗାର୍ଲ  ଆୟେଶା
ଆଜିର ଖବର

୩୨ ବର୍ଷରେ ‘ଟାରଜନ୍’ ଗାର୍ଲ  ଆୟେଶା

April 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ ଅଭିନେତ୍ରୀ ଆୟେଶା ଟିକିଆଙ୍କ ଆଜି ହେଉଛି ୩୨ତମ ଜନ୍ମଦିବସ। ‘ଟାରଜନ୍‌ ଦ ଓ୍ବଣ୍ଡର୍‌ କାର୍‌’ ଜରିଆରେ ବଲିଉଡ୍‌ ଡେବ୍ୟୁ କରିଥିବା ଏହି ଅଭିନେତ୍ରୀଜଣକ ଏହି ଫିଲ୍ମ ପାଇଁ ଶ୍ରେଷ୍ଠ ନବାଗତାର ପୁରସ୍କାର ମଧ୍ୟ ହାତେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ‘ଡୋର୍‌’ ଫିଲ୍ମରେ ଏକ ପ୍ରଭାବଶାଳୀ ଭୂମିକାରେ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ପାଇଁ ମଧ୍ୟ ସ୍କ୍ରିନ୍‌ ଆଓ୍ବର୍ଡର ଶ୍ରେଷ୍ଠ ଅଭିନେତ୍ରୀ (କ୍ରଟିକ୍‌) ର ପୁରସ୍କାର ହାତେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ବଲିଉଡ୍‌ ଭାଇଜାନ୍‌ ସଲମନ୍‌ ଖାନ୍‌ଙ୍କ ସୁପରହିଟ୍‌ ଫିଲ୍ମ ‘ଓ୍ବାଣ୍ଟେଡ୍‌’ରେ ନଜର ଆସିଥିଲେ। ତାଙ୍କ ଅଭିନୀତ ଫିଲ୍ମଗୁଡ଼ିକ ମଧ୍ୟରେ ରହିଛି ‘ଦିଲ୍‌ ମାଙ୍ଗେ ମୋର୍‌, ’ସଲାମ୍‌ ଇ  ଈଶ୍କ,’ କ୍ୟା ଲଭ୍‌ ଷ୍ଟୋରୀ ହୈ, ଫୁଲ୍‌ ଏଣ୍ଡ୍‌ ଫାଇନାଲ୍‌,  କ୍ୟାସ୍‌, ବ୍ଲଡ୍‌ ବ୍ରଦର୍ସ, ନୋ ସ୍କୋକିଂ, ‘ସନ୍‌ଡେ’,  ‘ଦେ ତାଲି’, ‘ପାଠଶାଳା’ ‘ମୋଡ଼’ ଆଦି ଫିଲ୍ମରେ ଅଭିନୟ କରିଛନ୍ତି। ୨୦୦୯ରେ ସେ ଫରହାନ୍‌ ଅଜ୍‌ମୀଙ୍କୁ ବିବାହ କରିଛନ୍ତି। ପରବର୍ତ୍ତୀ ସମୟରେ ’ସୁର କ୍ଷେତ୍ର’ ସଙ୍ଗୀତଭିତ୍ତିକ ରିଅଲିଟି ଶୋ’କୁ ମଧ୍ୟ ହୋଷ୍ଟ କରିଛନ୍ତି। ତେବେ ବିବାହ ପରେ  ପରେ ସେ ଫିଲ୍ମଦୁନିଆରୁ ପ୍ରାୟତଃ ଦୂରେଇ ଯାଇଛନ୍ତି।

( ମୋବାଇଲରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta , ଡାଉନଲୋଡ ପରେ ଟିପରେ ସ୍କ୍ରିନକୁ ତଳୁ ଉପରକୁ ଘଷି ପଢିଚାଲନ୍ତୁ ଖବର ପରେ ଖବର )

ayeshatakia thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ପୂର୍ବତଟ ରେଳପଥ ଓ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏମଓୟୁ ସ୍ୱାକ୍ଷର

February 5, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026
Latest News

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.