Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୩୦୨ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୩୦୨ କୁ ବୃଦ୍ଧି

June 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୩୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪ ଜଣ, ଅନୁଗୁଳ, ଭଦ୍ରକ ଓ ଢେଙ୍କାନାଳ, ଜଗତସିଂହପୁର, ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ବରଗଡ, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ, ଓ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ୭୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୮୯ ହଜାର ୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୯ ହଜାର ୩୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୩୦୨ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.