Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ଲାଜପତ ନଗର ମାର୍କେଟରେ ଭୀଷଣ ଅଗ୍ନିକାଣ୍ଡ: ନିଆଁକୁ ଆୟତ୍ତ କରିବା ଲାଗି ନିୟୋଜିତ ହେଲା ୩୦ ଟି ଦମକଳ ଗାଡ଼ି
ଆଜିର ଖବର

ଦିଲ୍ଲୀ ଲାଜପତ ନଗର ମାର୍କେଟରେ ଭୀଷଣ ଅଗ୍ନିକାଣ୍ଡ: ନିଆଁକୁ ଆୟତ୍ତ କରିବା ଲାଗି ନିୟୋଜିତ ହେଲା ୩୦ ଟି ଦମକଳ ଗାଡ଼ି

June 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଲାଜପତ ନଗରର ସେଣ୍ଟ୍ରାଲ ମାର୍କେଟରେ ଗତକାଲି ରାତିରେ ଭୀଷଣ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ମାର୍କେଟର ପୋଷାକ ଶୋ’ ରୁମରେ ଭୀଷଣ ଅଗ୍ନିକାଣ୍ଡ ଘଟିଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ୩୦ ଟି ଦମକଳ ଗାଡି ନିୟୋଜିତ ଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀମାନେ କଠିନ ପରିଶ୍ରମ କରି ପାଖାପାଖି ୩ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ।

ଘଟଣାସ୍ଥଳରେ ଦିଲ୍ଲୀ ପୋଲିସର କ୍ରାଇମ ଟିମ୍ ଏବଂ ଫୋରେଂସିକ ଟିମ୍ ତଦନ୍ତ ଆରମ୍ଭ କରିଦେଇଛନ୍ତି। ଏହି ଘଟଣାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି।

ଦମକଳ ଗାଡି ଦିଲ୍ଲୀ ଭୀଷଣ ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତଠାରୁ ବିଜୟ ଛଡ଼ାଇ ନେଲେ ଶ୍ରୀଲଙ୍କାର ସୋନଲ ଦିନୁଷା: ଡ୍ର ରେ ଶେଷ ହେଲା ଦ୍ୱିତୀୟ ଟେଷ୍ଟ

August 27, 2026

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026
Latest News

ଭାରତଠାରୁ ବିଜୟ ଛଡ଼ାଇ ନେଲେ ଶ୍ରୀଲଙ୍କାର ସୋନଲ ଦିନୁଷା: ଡ୍ର ରେ ଶେଷ ହେଲା ଦ୍ୱିତୀୟ ଟେଷ୍ଟ

August 27, 2026

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.