Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୩୪୬ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୩୪୬ କୁ ବୃଦ୍ଧି

June 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୩୪୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ବରଗଡ, ପୁରୀ, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ନୟାଗଡ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୂଡା, ସମ୍ବଲପୁର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ୧୨୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୯୬ ହଜାର ୭୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୯ ହଜାର ୩୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୩୪୬ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.