Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୦ ହଜାର ୪୨୧ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୦ ହଜାର ୪୨୧ ଆକ୍ରାନ୍ତ

June 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
corona
corona

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୪୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୫ ଲକ୍ଷ ୧୦ ହଜାର ୪୧୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୪ ହଜାର ୩୦୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୧ ଲକ୍ଷ ୬୨ ହଜାର ୯୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯ ଲକ୍ଷ ୭୩ ହଜାର ୧୫୮ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ମୃତ୍ୟୁ କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅର୍ଣ୍ଣବ’ ବାତ୍ୟା ପ୍ରକୋପ: ଭୂସ୍ଖଳନ ଅଞ୍ଚଳ ଗସ୍ତ କଲେ ଅତିରିକ୍ତ SRC ସଚିବ

September 26, 2026

ସଡ଼କ ଦୁର୍ଘଟଣାରେ ୨ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରିଣୀ ଗୁରୁତର

September 26, 2026

ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ: ଜାଣନ୍ତୁ କ’ଣ ନେଲେ ନିଷ୍ପତ୍ତି?

September 26, 2026

କବାଡିରେ ଦ୍ୱିତୀୟ ସ୍ୱର୍ଣ୍ଣ ଜିତିଲା ଭାରତ: କଡ଼ା ମୁକାବିଲାରେ ଇରାନ ୪୦-୩୪ ରେ ପରାସ୍ତ

September 26, 2026
Latest News

‘ଅର୍ଣ୍ଣବ’ ବାତ୍ୟା ପ୍ରକୋପ: ଭୂସ୍ଖଳନ ଅଞ୍ଚଳ ଗସ୍ତ କଲେ ଅତିରିକ୍ତ SRC ସଚିବ

September 26, 2026

ସଡ଼କ ଦୁର୍ଘଟଣାରେ ୨ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରିଣୀ ଗୁରୁତର

September 26, 2026

ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ: ଜାଣନ୍ତୁ କ’ଣ ନେଲେ ନିଷ୍ପତ୍ତି?

September 26, 2026

କବାଡିରେ ଦ୍ୱିତୀୟ ସ୍ୱର୍ଣ୍ଣ ଜିତିଲା ଭାରତ: କଡ଼ା ମୁକାବିଲାରେ ଇରାନ ୪୦-୩୪ ରେ ପରାସ୍ତ

September 26, 2026

ସମ୍ବଲପୁରଠାରେ ପଞ୍ଚମ ବ୍ୟାଚ ସିପାହୀ ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.