Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜୁରାଟକୁ ନୂଆ ମଡେଲରେ ପରିଣତ ପାଇଁ କେଜ୍ରିୱାଲ ଦେଲେ ପ୍ରତିଶୃତି: ସମସ୍ତ ୧୮୨ ଟି ଆସନରେ ଲଢିବାକୁ କଲେ ଘୋଷଣା
ଆଜିର ଖବର

ଗୁଜୁରାଟକୁ ନୂଆ ମଡେଲରେ ପରିଣତ ପାଇଁ କେଜ୍ରିୱାଲ ଦେଲେ ପ୍ରତିଶୃତି: ସମସ୍ତ ୧୮୨ ଟି ଆସନରେ ଲଢିବାକୁ କଲେ ଘୋଷଣା

June 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦ୍ମୀ ପାର୍ଟିକୁ ବିସ୍ତାର କରିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଅହମ୍ମଦାବାଦ ଗସ୍ତ କରିଛନ୍ତି।  ଆଜି ଅରବିନ୍ଦ ଅହମଦାବାଦରେ ପାର୍ଟିର କାର୍ଯ୍ଯାଳୟର ଉଦଘାଟନ କରିଛନ୍ତି।

ଏହି ଅବସରରେ ଗୁଜୁରାଟକୁ ଏକ ନୂଆ ମଡେଲ ଦେବା ପାଇଁ ଅରବିନ୍ଦ ପ୍ରତିଶୃତି ଦେଇଛନ୍ତି। ସମସ୍ତ ୧୮୨ ଟି ବିଧାନସଭା ଆସନରେ ଲଢିବା ପାଇଁ ସେ ଘୋଷଣା କରିଛନ୍ତି। ଏହାପୂର୍ବରୁ ଗୁଜୁରାଟର କୋଣ ଅନୁକୋଣରେ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି ବୋଲି ରାଜ୍ୟ ସଂଯୋଜକ ଗୋପାଳ କହିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ୨୦୨୨ ମସିହାର ଶେଷ ଆଡକୁ ଗୁଜୁରାଟରେ ବିଧାନସଭା ନିର୍ବାଚନ ହେବ। ୨୦ ବର୍ଷ ଧରି ଭାରତୀୟ ଜନତା ପାର୍ଟି ସେଠାରେ ଶାସନ କରିଆସୁଛି।

ଉକ୍ତ ନିର୍ବାଚନରେ ବିଜେପି ଏବଂ କଂଗ୍ରେସ ମଧ୍ୟରେ ସବୁବେଳେ ଦ୍ଵିପାକ୍ଷିକ ଟକ୍କର ହେଉଛି। ହେଲେ ବର୍ତ୍ତମାନ ଆପ ଦଳ ଗୁଜୁରାଟରେ ନିର୍ବାଚନ ଲଢେଇକୁ ଓହ୍ଲାଇବା ଏବଂ କ୍ଷମତାକୁ ଆସିବା ପାଇଁ ପରିଶ୍ରମ କରୁଛି। ଏହାପୂର୍ବରୁ ଫେବୃଆରୀ ମାସରେ ସୁରାଟରେ ଅରବିନ୍ଦ କେଜ୍ରିୱାଲ ରୋଡ ଶୋ କରିଥିଲେ।

ଗୁଜୁରାଟ ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.