Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ରାଜ୍ୟ ଓ କେନ୍ଦ୍ରୀୟ ସଂସ୍ଥାନଗୁଡିକୁ ମିଳିବ ଅତିରିକ୍ତ ୧୦୬୩୦୦ ଭାଏଲ ଆମ୍ଫୋଟେରିସିନ-ବି, ସଦାନନ୍ଦ ଗୌଡ଼ା
PIB_NEWS

ରାଜ୍ୟ ଓ କେନ୍ଦ୍ରୀୟ ସଂସ୍ଥାନଗୁଡିକୁ ମିଳିବ ଅତିରିକ୍ତ ୧୦୬୩୦୦ ଭାଏଲ ଆମ୍ଫୋଟେରିସିନ-ବି, ସଦାନନ୍ଦ ଗୌଡ଼ା

June 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ଓ କେନ୍ଦ୍ରୀୟ ସଂସ୍ଥାନଗୁଡିକୁ ମିଳିବ ଅତିରିକ୍ତ ୧୦୬୩୦୦ ଭାଏଲ ଆମ୍ଫୋଟେରିସିନ-ବି, ସଦାନନ୍ଦ ଗୌଡ଼ା

ନୂଆଦିଲ୍ଲୀ, ଲିପୋସୋମାଲ ଆମ୍ଫୋଟେରିସିନ-ବି ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ଆଜି ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଓ କେନ୍ଦ୍ରୀୟ ସଂସ୍ଥାନଗୁଡିକୁ ଅତିରିକ୍ତ ୧୦୬୩୦୦ ଭାଏଲ ଆମ୍ଫୋଟେରିସିନ-ବି ପ୍ରଦାନ କରାଯାଇଛି ବୋଲି କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡ଼ା ଟ୍ୱିଟର ଯୋଗେ ଘୋଷଣା କରିଛନ୍ତି ।

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଓ କେନ୍ଦ୍ରୀୟ ସଂସ୍ଥାନଗୁଡିକୁ ସମୁଦାୟ ୫୩,୦୦୦ ଭାଏଲ ପାରମ୍ପରିକ ଆମ୍ଫୋଟେରିସିନ-ବି ମଧ୍ୟ ଆବଣ୍ଟନ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଠିକ ସମୟରେ ଚିକିତ୍ସା ପାଇଁ ପାରମ୍ପରିକ ଆମ୍ଫୋଟେରିସିନ-ବି ଯୋଗାଣ ସୁନିଶ୍ଚିତ କରାଯାଉଛି ।

ଆମ୍ଫୋଟେରିସିନ-ବି
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.