Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦ ହଜାର ୪୭୧ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦ ହଜାର ୪୭୧ ଆକ୍ରାନ୍ତ

June 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୦ ହଜାର ୪୭୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୭୨୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୫ ଲକ୍ଷ ୭୦ ହଜାର ୮୮୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୭ ହଜାର ୩୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୨ ଲକ୍ଷ ୮୦ ହଜାର ୪୭୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯ ଲକ୍ଷ ୧୩ ହଜାର ୩୭୮ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଉଦ୍ୟାନ କୃଷି ଯୋଜନା: ଚାଷୀଙ୍କ ପାଇଁ ନୂଆ ଆୟର ରାସ୍ତା

June 21, 2026

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026
Latest News

ଉଦ୍ୟାନ କୃଷି ଯୋଜନା: ଚାଷୀଙ୍କ ପାଇଁ ନୂଆ ଆୟର ରାସ୍ତା

June 21, 2026

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.