Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଙ୍ଗଲୁରୁକୁ ଚାଲିବ ନୂଆ ସ୍ବତନ୍ତ୍ର ଟ୍ରେନ, ଏଲଟିଟି ଟ୍ରେନ ସାମୟିକ ବାତିଲ
ଆଜିର ଖବର

ବେଙ୍ଗଲୁରୁକୁ ଚାଲିବ ନୂଆ ସ୍ବତନ୍ତ୍ର ଟ୍ରେନ, ଏଲଟିଟି ଟ୍ରେନ ସାମୟିକ ବାତିଲ

June 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରେଳ ମନ୍ତ୍ରଣାଳୟ ନିମ୍ନଲିଖିତ ଅନୁଯାୟୀ ହାଟିଆ ଏବଂ ବେଙ୍ଗାଲୁରୁ କ୍ୟାଣ୍ଟ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ସେହି ଅନୁସାରେ

08637/08638 ହାଟିଆ-ବେଙ୍ଗାଲୁରୁ କ୍ୟାଣ୍ଟ.-ହାଟିଆ ସ୍ବତନ୍ତ୍ରବେ ଟ୍ରେନ ହାଟିଆରୁ ଜୁନ ମାସ ୧୯ ଓ ୨୬ ତାରିଖ (ଶନିବାର) ଦିନମାନଙ୍କରେ ସନ୍ଧ୍ୟା ୬ଘ.୨୫ମି. ରେ ଛାଡିବାକୁ ଥିବାବେଳେ ଏହି ଟ୍ରେନ ବେଙ୍ଗାଲୁରୁ କ୍ୟାଣ୍ଟ.ରୁ ଜୁନ ମାସ ୨୩ ଓ ୩୦ ତାରିଖ ବୁଧବାର ଦିନ ମାନଙ୍କରେ (ମଙ୍ଗଳବାର ମଧ୍ୟ ରାତ୍ରି) ୧୨ଘ.୨୦ମି.ରେ ଛାଡିବ।

ଏହି ଟ୍ରେନ ହାଟିଆ ଏବଂ ବେଙ୍ଗାଲୁରୁ କ୍ୟାଣ୍ଟ ମଧ୍ୟରେ ଉଭୟ ଦିଗରୁ ରାଉରକେଲା, ଝାରସୁଗୁଡା, ସମ୍ବଲପୁର, ବରଗଡ ରୋଡ, ବଲାଙ୍ଗୀର, ଟିଟିଲାଗଡ, କେସିଙ୍ଗା, ମୁନିଗୁଡା, ରାୟଗଡା, ପାର୍ବତୀପୁରମ୍, ବବିଲି, ବିଜୟନଗରମ, ବିଶାଖାପାଟନମ୍ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ରହଣି କରିବ।

ବିଶାଖାପାଟନମ୍-ମୁମ୍ବାଇ ଏଲଟିଟି ବିଶେଷ ଟ୍ରେନ ସାମୟିକ ବାତିଲ୍

କେନ୍ଦ୍ରୀୟ ରେଳପଥ ପରିସୀମା ମଧ୍ୟରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ 08519/08520 ବିଶାଖାପାଟନମ୍-ମୁମ୍ବାଇ ଏଲଟିଟି- ବିଶାଖାପାଟନମ୍ ସ୍ପେଶାଲ୍ 15 ରୁ 30 ଜୁନ୍ ମଧ୍ୟରେ ବିଶାଖାପାଟନମ୍ରୁ ଏବଂ ମୁମ୍ବାଇ ଏଲଟିଟିରୁ 18 ଜୁନ୍ ରୁ 2 ଜୁଲାଇ, 2021 ମଧ୍ୟରେ ଅସ୍ଥାୟୀ ଭାବରେ ବାତିଲ୍ କରାଯିବ ପାଇଁ ନିଷ୍ପତ୍ତି ନିଆଯାଇଅଛି।

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026
Latest News

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.