Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୨: ସୁସ୍ଥ ହେଲେ ୮୨୫ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୨: ସୁସ୍ଥ ହେଲେ ୮୨୫ କରୋନା ଆକ୍ରାନ୍ତ

June 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୨ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ୨୦୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୮୧ ହଜାର ୭୯୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026
Latest News

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ରାଜ୍ୟପାଳ, ବୁଲି ଦେଖିଲେ ହୀରାକୁଦ ଡ୍ୟାମ୍

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.