Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲି ରିଲିଜ୍‌ ହେବ ନାହିଁ ‘ପିଏମ୍‌ ନରେନ୍ଦ୍ର ମୋଦି’ : ନିର୍ବାଚନ ପରେ ଆସିବ ପରଦାକୁ
ଆଜିର ଖବର

ଆସନ୍ତା କାଲି ରିଲିଜ୍‌ ହେବ ନାହିଁ ‘ପିଏମ୍‌ ନରେନ୍ଦ୍ର ମୋଦି’ : ନିର୍ବାଚନ ପରେ ଆସିବ ପରଦାକୁ

April 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
PM Modi Biopic Stopped By Election Commission Till End Of Elections
PM Modi Biopic Stopped By Election Commission Till End Of Elections

‘ପିଏମ୍ ନରେନ୍ଦ୍ର ମୋଦୀ’ ଚଳଚ୍ଚିତ୍ର ମୁକ୍ତିଲାଭ ଉପରେ ଲାଗିଲା ରୋକ୍‌। ନିର୍ବାଚନ ଆୟୋଗ (ଇସି) ବୁଧବାର ଅଭିନେତା ବିବେକ ଓବରୟଙ୍କ ଅଭିନୀତ ‘ପିଏମ୍‍ ନରେନ୍ଦ୍ର ମୋଦୀ’ ଚଳିଚ୍ଚିତ୍ର ମୁକ୍ତିଲାଭକୁ ଅଟକାଇ ଦେଇଛନ୍ତି। ଆସନ୍ତା କାଲି ଏହି ଫିଲ୍ମଟି ମୁକ୍ତିଲାଭ କରିବାର ଥିଲା। ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ କାଲି ହେବାକୁ ରହିଛି। ନିର୍ବାଚନ କମିଶନ ଏହି ପରିପ୍ରେକ୍ଷୀରେ ଫିଲ୍ମର ମୁକ୍ତିଲାଭ ଉପରେ ରୋକ୍‌ ଲଗାଇଛନ୍ତି। ନିର୍ବାଚନ ଶେଷ ହେବା ପରେ ଏହି ଚଳଚ୍ଚିତ୍ର ମୁକ୍ତିଲାଭ କରିବ ବୋଲି ନିର୍ବାଚନ ଆୟୋଗ କହିଛନ୍ତି। ତେବେ ଏହି ଫିଲ୍ମର ସ୍ଥଗିତାଦେଶ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିଲେ। ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଓ ନିର୍ବାଚନକୁ ପ୍ରଭାବିତ କରିବା ଆଶଙ୍କା ପୂର୍ବକ ଏହି ଆବେଦନ କରାଯାଇଥିଲା।  ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗଇ, ଜଷ୍ଟିସ ଦୀପକ ଗୁପ୍ତା ଓ ଜଷ୍ଟିସ ସଞ୍ଜୟ ଜୈନ୍‌ଙ୍କ ପୀଠ ଏହି ମାମଲାର ଶୁଣାଣି କରି ସ୍ଥଗିତାଦେଶ ଲଗାଇବାକୁ ମନା କରିଦେଇଥିଲେ। ଫିଲ୍ମକୁ ସେନସର୍‌ ବୋର୍ଡ ତରଫରୁ ମଧ୍ୟ ସାର୍ଟିଫିକେଟ୍‌ ମିଳିଯାଇଥିଲା।

declines ec modibiopic release thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.