Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୪୨୭ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୪୨୭ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

June 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୪୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୫୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୭୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୩ ହଜାର ୯୨୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୨୯ ହଜାର ୮୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୦ ହଜାର ୪୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୫୦୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୩ ହଜାର ୪୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୫୩ ଜଣ, କଟକ ଜିଲ୍ଲାରୁ ୩୯୬ ଜଣ, ଅନୁଗୁଳ ଜିଲ୍ଲାରୁ ୧୩୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୨୬୧ ଜଣ, ବରଗଡ ଜିଲ୍ଲାରୁ ୫୨ ଜଣ, ଭଦ୍ରକ ଜିଲ୍ଲାରୁ ୧୩୯, ବଲାଙ୍ଗୀରି ଜିଲ୍ଲାରୁ ୪୦, ବୌଦ୍ଧ ଜିଲ୍ଲାରୁ ୩୧, ଦେବଗଡ ଜିଲ୍ଲାରୁ ୨୨, ଢେଙ୍କାନାଳ ଜିଲ୍ଲାରୁ ୭୮ ଜଣ, ଗଜପତି ଜିଲ୍ଲାରୁ ୨୭ ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ ଜଣ, ଯାଜପୁର ଜିଲ୍ଲାରୁ ୨୮୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦ ଜଣ, କଳାହାଣ୍ଡିରୁ ୩୫ ଜଣ, କନ୍ଧମାଳ ଜିଲ୍ଲାରୁ ୪୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୪୭ ଜଣ, କୋରାପୁଟ ଜିଲ୍ଲାରୁ ୭୨ ଜଣ, ମାଲକାନାଗିରି ଜିଲ୍ଲାରୁ ୩୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୬୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ ଜଣ, ନୟାଗଡ ଜିଲ୍ଲାରୁ ୧୪୨ ଜଣ, ନୂଆପଡା ଜିଲ୍ଲାରୁ ୨୦ ଜଣ, ପୁରୀ ଜିଲ୍ଲାରୁ ୨୧୭ ଜଣ, ରାୟଗଡା ଜିଲ୍ଲାରୁ ୯୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ ଜଣ, ସୋନପୁର ଜିଲ୍ଲାରୁ ୩୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୮ ଜଣ ଏବଂ ଷ୍ଟେଟ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.