Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫ ହଜାର ୨୮୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫ ହଜାର ୨୮୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

June 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫ ହଜାର ୨୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୮୦୦, କଟକରୁ ୫୧୦, ଯାଜପୁରରୁ ୩୦୮, ବାଲେଶ୍ଵରରୁ ୨୮୬, କେନ୍ଦ୍ରାପଡାରୁ ୨୮୫, ମୟୂରଭଞ୍ଜରୁ ୨୭୬, ଅନୁଗୁଳରୁ ୨୫୩, ଭଦ୍ରକରୁ ୨୪୪, ପୁରୀରୁ ୨୩୧, ବୌଦ୍ଧରୁ ୨୧୩, ସୁନ୍ଦରଗଡରୁ ୨୦୪, ଜଗତସିଂହପୁରରୁ ୧୮୭, ଢେଙ୍କାନାଳରୁ ୧୬୯, କୋରାପୁଟରୁ ୧୪୪, ନବରଙ୍ଗପୁରରୁ ୧୩୪, ବରଗଡରୁ ୧୦୪, ରାୟଗଡାରୁ ୧୦୩, କେନ୍ଦୁଝରରୁ ୮୪, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୭୧, ମାଲକାନଗିରିରୁ ୬୮, ସୋନପୁରରୁ ୫୭, ବଲାଙ୍ଗୀରିରୁ ୪୧, ଗଞ୍ଜାମରୁ ୪୧, ସମ୍ବଲପୁରରୁ ୪୧, ଗଜପତିରୁ ୩୧, ଝାରସୁଗୁଡାରୁ ୨୪, ଦେବଗଡରୁ ୨୧, ନୂଆପଡାରୁ ୧୫ ଏବଂ ଷ୍ଟେଟ ପୁଲରୁ ୧୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୩୫ ହଜାର ୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୩ ହଜାର ୯୨୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୨୯ ହଜାର ୮୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୦ ହଜାର ୪୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୫୪୯ କୁ ବୃଦ୍ଧି ହୋଇଛି।

ଓଡିଶା ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Latest News

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.