Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ୮୧୦ଟି ମୁଖ୍ୟ ଡାକଘରେ ଉନମୋଚିତ ହେବ ସ୍ମାରକୀ ଡାକଟିକେଟ
PIB_NEWS

ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ୮୧୦ଟି ମୁଖ୍ୟ ଡାକଘରେ ଉନମୋଚିତ ହେବ ସ୍ମାରକୀ ଡାକଟିକେଟ

June 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ୮୧୦ଟି ମୁଖ୍ୟ ଡାକଘରେ ଉନମୋଚିତ ହେବ ସ୍ମାରକୀ ଡାକଟିକେଟ

ନୂଆଦିଲ୍ଲୀ, ଜୁନ ୨୧ତାରିଖ ଦିନ ସପ୍ତମ ଯୋଗଦିବସ ପାଳନ ଅବସରରେ ଭାରତୀୟ ଡାକବିଭାଗ (ଇଣ୍ଡିଆ ପୋଷ୍ଟ)ପକ୍ଷରୁ ଏ ସ୍ୱତନ୍ତ୍ର ସ୍ମାରକୀ ମୋହର ଉନ୍ମୋଚନ କାର‌୍ୟ୍ୟକ୍ରମ ଆୟୋଜନ ହେଉଛି । ସମଗ୍ର ଦେଶରେ ୮୧୦ଟି ମୁଖ୍ୟ ଡାକଘରେ ଏହି ମୋହରଗୁଡିକ ଏକସଙ୍ଗେ ଉନ୍ମୋଚନ ହେବ । ସ୍ମାରକୀ ଡାକଟିକଟ ଏବଂ ମୋହର ଉନ୍ମୋଚନ କ୍ଷେତ୍ରରେ ଏହା ହେଉଛି ଦେଶର ସର୍ବବୃହତ୍ ଆୟୋଜନ ।

ଡେଲିଭେରି ଏବଂ ଅଣଡେଲିଭରି ନିର୍ବିଶେଷରେ ଦେଶର ସମସ୍ତ ମୁଖ୍ୟ ଡାକଘରଗୁଡିକରେ ଜୁନ୨୧ତାରିଖ ଦିନ ଏହି ଉନ୍ମୋଚନ ଉତ୍ସବ ପାଳନ କରାଯିବ । ଏହିଦିନ ଚିଠିଗୁଡିକ ଉପରେ ଉଭୟ ହିନ୍ଦୀ ଏବଂ ଇଂରାଜୀ ଭାଷାରେ ଟିକଟଗୁଡିକର ପୁନଃ ବ୍ୟବହାର ନ ହେବା ପାଇଁ ସ୍ୱତନ୍ତ୍ର ମୋହର ମରାଯିବ । ଡାକ ଟିକଟ ସମ୍ପର୍କୀତ ଅଧ୍ୟୟନ ନିମନ୍ତେ ଏହି ମୋହରର ଯଥେଷ୍ଟ ମୂଲ୍ୟ ରହିଛି ଏବଂ ଏ କ୍ଷେତ୍ରରେ ଏହା ବେଶ୍ ଉପଯୋଗୀ ମଧ୍ୟ ହେବ ।

ଅନ୍ତର୍ଜାତୀୟ ଯୋଗ ଦିବସ ଡାକ ଟିକେଟ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026
Latest News

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.