Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ୮୧ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ୮୧ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ

June 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୮ ହଜାର ୪୧୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୫୭୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୮ ଲକ୍ଷ ୮୧ ହଜାର ୯୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୬ ହଜାର ୭୧୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୭ ଲକ୍ଷ ୬୬ ହଜାର ୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୨୯ ହଜାର ୨୪୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.