Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଲିଠୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟୀକାକରଣ ଲକ୍ଷ୍ୟ: ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ
ଆଜିର ଖବର

କାଲିଠୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟୀକାକରଣ ଲକ୍ଷ୍ୟ: ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ

June 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲିଠୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟୀକାକରଣ ହେବ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ସାରା ରାଜ୍ୟରେ କ୍ୟାମ୍ପେନ ମୋଡରେ ଟୀକାକରଣ ହେବ। ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ କମିଶନର ମାନଙ୍କକୁ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

କେନ୍ଦ୍ର ସରକାରର ନୂଆ ଟୀକା ନୀତି ଅନୁଯାୟୀ ରାଜ୍ୟରେ ଟୀକାକରଣ ହେବ। ଉଭୟ ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳରେ ଟୀକାକରଣ ଆରମ୍ଭ ହେବ। ବ୍ଲକ ଏବଂ ଏନଏସିରେ ୫ ଟି ଲେଖାଏଁ ସେସନ ପାଇଁ ବ୍ୟବସ୍ଥା କରାଯାଉଥିବା ବେଳେ ପୌରପଶିଷଦ ପାଇଁ ୧୦ ଟି ଏବଂ ମହାନଗର ପାଇଁ ୨୦ ଟି ସେସନର ବ୍ୟବସ୍ଥା କରାଯିବ। ଅଫଲାଇନ ଏବଂ ଅନଲାଇନ ମାଧ୍ୟମରେ ଟୀକାକରଣ ହେବ। ସଠିକ ସମୟରେ ଦ୍ଵିତୀୟ ଡୋଜ ଟୀକା ଦେବାକୁ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି। ଏନେଇ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ ସୂଚନା ଦେଇଛନ୍ତି।

ଜିଲ୍ଲାପାଳ ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.