ଭୁବନେଶ୍ବର: ସାରା ରାଜ୍ୟରେ ଟୀକାକରଣ ପ୍ରକ୍ରିୟାକୁ ଆଜିଠାରୁ ଜୋର ଦିଆଯାଇଛି। ଏଥର ପ୍ରତ୍ୟେକ ଦିନ ୩ ଲକ୍ଷ ଟୀକା ଦେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। କ୍ୟାମ୍ପେନ ମୋଡରେ ଟୀକାକରଣ ପ୍ରକ୍ରିୟା ଆରମ୍ଭ କରାଯାଇଛି।
ତେବେ ଆଜି ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧ କୋଟିରୁ ଉର୍ଦ୍ଧ୍ଵ ବ୍ୟକ୍ତି ଟୀକା ନେଇଥିବା ସୂଚନା ମିଳିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏନେଇ ଟ୍ବିଟ କରି ସୂଚନା ଦେଇଛି।
Tags: ଟୀକାକରଣ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ