Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ୯୧ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ୯୧ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

June 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୬୪୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୧୬୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୯ ଲକ୍ଷ ୭୭ ହଜାର ୮୬୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୯ ହଜାର ୩୦୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୯ ଲକ୍ଷ ୨୬ ହଜାର ୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୬ ଲକ୍ଷ ୬୨ ହଜାର ୫୨୧ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜର ସମସ୍ୟା ସମାଧାନ ଦିଗରେ ଅହେତୁକ ବିଳମ୍ବ ବେଦନାଦାୟକ: ସମନ୍ୱୟ ସମିତି

August 29, 2026

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026
Latest News

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

August 29, 2026

ଶିକ୍ଷକ ସମାଜର ସମସ୍ୟା ସମାଧାନ ଦିଗରେ ଅହେତୁକ ବିଳମ୍ବ ବେଦନାଦାୟକ: ସମନ୍ୱୟ ସମିତି

August 29, 2026

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.