Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁପକାର ମେଣ୍ଟର ଏକ ମହତ୍ବପୂର୍ଣ୍ଣ ନିଷ୍ପତ୍ତି: ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ ଯୋଗ ଦେବା ଲାଗି ହେଲା ସହମତି
ଆଜିର ଖବର

ଗୁପକାର ମେଣ୍ଟର ଏକ ମହତ୍ବପୂର୍ଣ୍ଣ ନିଷ୍ପତ୍ତି: ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ ଯୋଗ ଦେବା ଲାଗି ହେଲା ସହମତି

June 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଶ୍ରୀନଗରରେ ଆଜି ଗୁପକାର ମେଣ୍ଟର ଏକ ମହତ୍ବପୂର୍ଣ୍ଣ ବୈଠକ ହୋଇଯାଇଛି। ନ୍ୟାସନାଲ କନଫରେନ୍ସ ନେତା ତଥା ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁଖ ଅବଦୁଲାଙ୍କ ଘରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଫାରୁଖ ଅବଦୁଲାଙ୍କ ସମେତ ପୂର୍ବତନ ମୁଖ୍ୟମନ୍ତ୍ରୀ ମହବୁବା ମୁଫ୍ତି ଏହି ବୈଠକରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଡକାଯାଇଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ଲାଗି ଏହି ବୈଠକରେ ନିଷ୍ପତ୍ତି ହୋଇଛି।

ବୈଠକ ପରେ ମହବୁବା କହିଥିଲେ ଯେ, ସେ ଆଲୋଚନା କରିବା ବିରୋଧରେ ନାହାନ୍ତି। ରାଜନୈତିକ ବନ୍ଦୀଙ୍କୁ ମୁକ୍ତି କରିବା ପାଇଁ ସେ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ପ୍ରସ୍ତାବ ରଖିବେ। ଏହା ସହ ପାକିସ୍ଥାନ ସହ ଆଲୋଚନା କରିବା ପାଇଁ ମଧ୍ୟ ମହବୁବା ପରାମର୍ଶ ଦେବେ।

ଉଲ୍ଲେଖ ଯୋଗ୍ୟ ଯେ, ଆସନ୍ତା ୨୪ ତାରିଖରେ ଜମ୍ମୁ-କାଶ୍ମୀରକୁ ନେଇ ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ କରିବା ପାଇଁ ୧୪ ଟି ଦଳକୁ ନିମନ୍ତ୍ରଣ କରିଛନ୍ତି। ଏହି ବୈଠକରେ ଜମ୍ମୁ-କାଶ୍ମୀରକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା ମିଳିବା ନେଇ ଆଶା କରାଯାଉଛି।

ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.