Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶରଦ ପାୱାରଙ୍କ ବାସଭବନରେ ୮ ଟି ଦଳର ନେତାଙ୍କ ମଧ୍ୟରେ ଆଲୋଚନା: ତୃତୀୟ ମୋର୍ଚ୍ଚା ଗଠନ ସମ୍ଭାବନା
ଆଜିର ଖବର

ଶରଦ ପାୱାରଙ୍କ ବାସଭବନରେ ୮ ଟି ଦଳର ନେତାଙ୍କ ମଧ୍ୟରେ ଆଲୋଚନା: ତୃତୀୟ ମୋର୍ଚ୍ଚା ଗଠନ ସମ୍ଭାବନା

June 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ଅଣ-ବିଜେପି ଏବଂ ଅଣ-କଂଗ୍ରେସ ରାଜନୈତିକ ଦଳକୁ ନେଇ ଏକ ତୃତୀୟ ମୋର୍ଚ୍ଚା ଗଠନ ହେବା ନେଇ କଳ୍ପନା ଜଳ୍ପନା ଜାରି ରହିଛି। ଏନସିପି ନେତା ଶରଦ ପାୱାରଙ୍କ ଦିଲ୍ଲୀସ୍ଥିତ ବାସଭବନରେ ଆଜି ଏକ ବୈଠକ ହୋଇଛି।

ଏଥିରେ ଦେଶର ୮ ଟି ରାଜନୈତିକ ଦଳର ନେତାମାନେ ଯୋଗ ଦେଇଥିବା ଜଣାପଡିଛି। ତୃଣମୂଳ କଂଗ୍ରେସ, ଏନସିପି, ରାଷ୍ଟ୍ରୀୟ ଲୋକଦଳ, ସିପିଆଇ, ସିପିଏମ, ଆମ ଆଦ୍ମି ପାର୍ଟି, ସମାଜବାଦୀ ପାର୍ଟି ଏବଂ ନ୍ୟାସନାଲ କନଫରେନ୍ସ ଦଳର ନେତାମାନେ ଭାଗ ନେଇଛନ୍ତି।

ଏତଦବ୍ୟତୀତ ପୂର୍ବତନ ସାଂସଦ ପବନ ବର୍ମା, ଜାବେଦ ଅଖତର, ସଞ୍ଜୟ ଝା ଏବଂ କେସି ସିଂହ ମଧ୍ୟ ଏହି ବୈଠକରେ ସାମିଲ ହୋଇଛନ୍ତି। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଏକ ମିଳିତ ମଞ୍ଚ ଗଠନ ପାଇଁ ପ୍ରୟାସ କରାଯାଉଥିବା କୁହାଯାଉଛି।

ଏହି ବୈଠକ ପୂର୍ବରୁ ପ୍ରଖ୍ୟାତ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କ ସହ ଶାରଦା ପାୱାରଙ୍କର ଗୋଟିଏ ସପ୍ତାହରେ ଦୁଇ ଦୁଇ ଥର ଆଲୋଚନା ହୋଇଥିଲା। ହେଲେ ତୃତୀୟ ମୋର୍ଚ୍ଚା ସମ୍ଭାବନାକୁ ଶାରଦା ପାୱାର ମନା କରିଦେଇଛନ୍ତି।

ଅଣ-ବିଜେପି ତୃତୀୟ ମୋର୍ଚ୍ଚା ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026
Latest News

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026

ହେଲିକପ୍ଟର କ୍ରାସ୍‌ ଓ ବସ ଦୁର୍ଘଟଣାରେ ୫ ମୃତ, ବହୁ ଆହତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.