Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ ୨୪ରେ ଟୟକାଥନ-୨୦୨୧ ପ୍ରତିଯୋଗୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଜୁନ ୨୪ରେ ଟୟକାଥନ-୨୦୨୧ ପ୍ରତିଯୋଗୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

June 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୁନ ୨୪ରେ ଟୟକାଥନ-୨୦୨୧ ପ୍ରତିଯୋଗୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ୨୪ ସକାଳ ୧୧ ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଟୟକାଥନ-୨୦୨୧ ପ୍ରତିଯୋଗୀମାନଙ୍କ ସହ ଆଲୋଚନା କରିବେ । ଶିକ୍ଷା ମନ୍ତ୍ରଣାଳୟ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ, ଏମଏସଏମଇ ମନ୍ତ୍ରଣାଳୟ, ଡିପିଆଇଆଇଟି, ବୟନ ଶିଳ୍ପ ମନ୍ତ୍ରଣାଳୟ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓ ଏଆଇସିଟିଇ ମିଳିତ ଭାବେ ଜାନୁୟାରୀ ୫, ୨୦୨୧ରେ ଟୟକାଥନ-୨୦୨୧ର ଶୁଭାରମ୍ଭ କରିଥିଲେ ।

ଅଭିନବ ଖେଳନା ଓ ଗେମ୍ସ ପାଇଁ ନୂଆ ଚିନ୍ତାଧାରା କ୍ରାଉଡସୋର୍ସ ଦ୍ୱାରା ଆମନ୍ତ୍ରିତ କରିବା ଏହାର ଉଦ୍ଦେଶ୍ୟ ଥିଲା । ଟୟକାଥନ-୨୦୨୧ରେ ସାରା ଭାରତରୁ ପ୍ରାୟ ୧.୨ ଲକ୍ଷ ପ୍ରତିଯୋଗୀ ପଞ୍ଜିକୃତ ହୋଇ ୧୭୦୦୦ରୁ ଅଧିକ ବିଚାରଧାରା ଉପସ୍ଥାପନ କରିଥିଲେ । ଏଥିରୁ ୧୫୬୭ ବିଚାରକୁ ଜୁନ ୨୨ରୁ ଜୁନ ୨୪ ଯାଏଁ ଆୟୋଜିତ ହେବାକୁ ଥିବା ତିନିଦିନିଆ ଅନଲାଇନ ଟୟକାଥନ ଗ୍ରାଣ୍ଡ ଫିନାଲେ ପାଇଁ ଚୟନ କରା ଯାଇଥିଲା ।

କୋଭିଡ- ୧୯ କଟକଣା ଯୋଗୁଁ ଏହି ଗ୍ରାଣ୍ଡ ଫିନାଲେରେ ଟିମଗୁଡିକ ଡିଜିଟାଲ ଖେଳନା ବିଚାର (ଟୟ ଆଇଡିଆ) ଉପସ୍ଥାପନ କରିବେ । ତେବେ ନନ-ଡିଜିଟାଲ ଖେଳନା ଅବଧାରଣା ପାଇଁ ସ୍ୱତନ୍ତ୍ର କାର‌୍ୟ୍ୟକ୍ରମ ଆୟୋଜିତ ହେବ । ଭାରତର ଘରୋଇ ବଜାର ସହିତ ବିଶ୍ୱ ଖେଳନା ବଜାର ଆମ ଔଦ୍ୟୋଗିକ କ୍ଷେତ୍ରକୁ ବିପୁଳ ସୁଯୋଗ ପ୍ରଦାନ କରିଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026
Latest News

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.