Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ୩ କୋଟି ଅତିକ୍ରମ କଲା ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

କରୋନା ଅପଡେଟ୍: ଦେଶରେ ୩ କୋଟି ଅତିକ୍ରମ କଲା ଆକ୍ରାନ୍ତଙ୍କ ସଂଖ୍ୟା

June 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୦ ହଜାର ୮୪୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୩୫୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୮ ହଜାର ୭୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୯ ଲକ୍ଷ ୯୪ ହଜାର ୮୫୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୬ ଲକ୍ଷ ୪୩ ହଜାର ୧୯୪ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ସଂଖ୍ୟା କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026
Latest News

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.