Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୫୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୫୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

June 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୪ ହଜାର ୬୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୩୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୮୨ ହଜାର ୮୦୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୧ ହଜାର ୯୮୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୦ ଲକ୍ଷ ୬୩ ହଜାର ୭୪୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୬ ଲକ୍ଷ ୨୭ ହଜାର ୫୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026
Latest News

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.