Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ-କାଶ୍ମୀର ମାମଲା: ପ୍ରଧାନମନ୍ତ୍ରୀଙ୍କ ବୈଠକର ଯୋଗ ଦେବା ପାଇଁ ଯାତ୍ରା ଆରମ୍ଭ କଲେ ନେତାଗଣ
ଆଜିର ଖବର

ଜମ୍ମୁ-କାଶ୍ମୀର ମାମଲା: ପ୍ରଧାନମନ୍ତ୍ରୀଙ୍କ ବୈଠକର ଯୋଗ ଦେବା ପାଇଁ ଯାତ୍ରା ଆରମ୍ଭ କଲେ ନେତାଗଣ

June 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରକୁ ନେଇ ଆଜି ଏକ ମହତ୍ବପୂର୍ଣ୍ଣ ଦିନ। ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ହେବାକୁ ଯାଉଛି।

ଜମ୍ମୁ-କାଶ୍ମୀର ପ୍ରାୟ ୧୪ ଟି ରାଜନୈତିକ ଦଳର ନେତାମାନେ ଏହି ବୈଠକରେ ଯୋଗ ଦେବେ। ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦ ହେବା ପରେ ପ୍ରଧାନମନ୍ତ୍ରୀଙ୍କସହ ରାଜ୍ୟର ନେତାମାନଙ୍କ ଏହା ପ୍ରଥମ ବୈଠକ ହେବ। ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଆବାସ ଅଭିମୁଖେ ନେତାମାନଙ୍କ ଯାତ୍ରା ଆରମ୍ଭ ହୋଇଯାଇଛି। ଅପରାହ୍ନ ୩ ଟା ସମୟରେ ଏହି ବୈଠକ ଆରମ୍ଭ ହେବ।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଅଭିଜିତ ଦୀପକେ ମୁକ୍ତ: ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ SEM କୋର୍ଟ

October 17, 2026

ବେଆଇନ ନିର୍ମାଣ ଅଭିଯୋଗରେ ଅଜୟ ଦେବଗନ୍‌ଙ୍କ ବଙ୍ଗଳାକୁ ଭାଙ୍ଗିଲା ବିଏମସି

October 17, 2026

ବିସ୍କୁଟରେ ପଶୁ ଚାରା, କ୍ଷୀରରେ ଡିଟର୍ଜେଣ୍ଟ!: ୩ କମ୍ପାନୀ ବିରୋଧରେ FSSAIର ବଡ଼ କାର୍ଯ୍ୟାନୁଷ୍ଠାନ

October 17, 2026

ସତ୍ତା ପରିବର୍ତ୍ତନ କଥାକୁ ନେଇ ତୀବ୍ର ରାଜନୀତି : ମହୁଆ-ସିବଲଙ୍କ ଆକ୍ରମଣ, ବିଜେପିର ପଲଟା ଜବାବ

October 17, 2026
Latest News

ଅଭିଜିତ ଦୀପକେ ମୁକ୍ତ: ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ SEM କୋର୍ଟ

October 17, 2026

ବେଆଇନ ନିର୍ମାଣ ଅଭିଯୋଗରେ ଅଜୟ ଦେବଗନ୍‌ଙ୍କ ବଙ୍ଗଳାକୁ ଭାଙ୍ଗିଲା ବିଏମସି

October 17, 2026

ବିସ୍କୁଟରେ ପଶୁ ଚାରା, କ୍ଷୀରରେ ଡିଟର୍ଜେଣ୍ଟ!: ୩ କମ୍ପାନୀ ବିରୋଧରେ FSSAIର ବଡ଼ କାର୍ଯ୍ୟାନୁଷ୍ଠାନ

October 17, 2026

ତ୍ରିରଙ୍ଗା ଉଡ଼ାଇବା ଅପରାଧ ନୁହେଁ, ଶାନ୍ତିପୂର୍ଣ୍ଣ ପ୍ରତିବାଦକୁ ବିଜେଡିର ଦୃଢ଼ ସମର୍ଥନ

October 17, 2026

ସତ୍ତା ପରିବର୍ତ୍ତନ କଥାକୁ ନେଇ ତୀବ୍ର ରାଜନୀତି : ମହୁଆ-ସିବଲଙ୍କ ଆକ୍ରମଣ, ବିଜେପିର ପଲଟା ଜବାବ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.