Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ କାଳରେ ରକ୍ତାଭାବ ସଙ୍କଟ ଦୂର କରିବା ପାଇଁ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ
ଆଜିର ଖବର

କୋଭିଡ କାଳରେ ରକ୍ତାଭାବ ସଙ୍କଟ ଦୂର କରିବା ପାଇଁ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

June 25, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନା ମହାମାରୀ ସମୟରେ ରକ୍ତଭାବ ସଙ୍କଟ ଦୂର କରିବା ପାଇଁ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ଵାନ କ୍ରମେ ଆଜି ବିଜୁଛାତ୍ର ଜନତା ଦଳ ତରଫରୁ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।

ଆଜିର ଏହି କାର୍ଯ୍ୟକ୍ରମକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ରାଜେଶରାଜ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ କରାଯାଇଥିଲା ଏବଂ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ରକ୍ତଭାବ ଦୂର କରିବା ପାଇଁ ଆଗାମୀ ଦିନରେ ଲୋକଙ୍କ ଜୀବନ ରକ୍ଷା ପାଇଁ ରକ୍ତ ସଂଗ୍ରହ ଅଭିଯାନକୁ ଏକ ଆନ୍ଦୋଳନରେ ପରିଣତ କରିବା ସହ ସଶକ୍ତ ଓଡିଶା ଗଠନ ନିମନ୍ତେ ବିଜୁ ଛାତ୍ର ଜନତା ଦଳ ତରଫରୁ ସାମାଜିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯିବ ବୋଲି ଶ୍ରୀ ସ୍ୱାଇଁ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ମୋ ପରିବାର ଆବାହକ ଅରୁପ ପଟ୍ଟନାୟକ, ବିଧାୟକ ପ୍ରଣବ ବଳବନ୍ତରାୟ, ରାଜ୍ୟ ବିଜୁ ଯୁବ ଜନତା ଦଳ ସଭାପତି  ବ୍ୟୋମକେଶ ରାୟ, ଅନନ୍ତ ନାରାୟଣ ଜେନା, ଶୁଶାନ୍ତ ରାଉତ, ଉମା ସାମନ୍ତରାୟ, ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ, ଅମରେଶ ପତ୍ରି, ତନ୍ମୟ ସ୍ଵାଇଁ, ରୁଦ୍ର ସାମନ୍ତରାୟ, ମନ୍ଦାକିନୀ କର, ଦୂର୍ଗା ସାମନ୍ତରାୟ ଜ୍ୟୋତିରଞନ ଜେନା, ନବକିଶୋର ବେହେରା, ଶୁଭେନ୍ଦୁ ମଙ୍ଗରାଜ, କୁନୁବିହାରୀ ଦାସ ରାକେଶ କୁମାର ରାମ, ସୋଲାର ମିଶ୍ର ଏଲିନା ଦାସ, ମୀରା ପରିଡା, ସୋଫିଆ ଆଲାମ, ସ୍ମୃତି ଦାସ, ମନୋଜ ମହାନ୍ତି, ଇପ୍ସିତା ସାହୁ, ସ୍ଵାଗତିକା ମହାନ୍ତି, ଅପର୍ଣ୍ଣା ଦାସ, ସୁଚିସ୍ମିତା ବେହେରା, ଦୀପକ ବେହେରା, ଅଭିନାଶ ପ୍ରଧାନ, ସୁଶାନ୍ତ ମହାନ୍ତି, ରଶ୍ମୀରଞନ ଦାସ ଏବଂ ବିଜୁ ଛାତ୍ର ଯୁବ ଜନତା ଦଳର ଅନ୍ୟାନ୍ୟ ଛାତ୍ର ଯୁବ ନେତାମାନେ ଯୋଗ ଦେଇଥିଲେ।

ଏହି ଆୟୋଜିତ କାର୍ଯ୍ୟକ୍ରମକୁ ରାଜ୍ୟ ସାଧାରଣ ସମ୍ପାଦକ ଅରୂପ ଶ୍ରୀଚନ୍ଦନ, ରାଜ୍ୟ ସମ୍ପାଦିକା ସିମ୍ରନ୍ ସିଂ ରାଜପୁତ, ରାଜ୍ୟ ସାଂଙ୍ଗଠନିକ ସମ୍ପାଦକ ଶୁଭମ ସ୍ୱାଇଁ, ଛାତ୍ରନେତା ସନ୍ତୋଷ ବେହେରା, ବିକାଶ ସାହୁ, ଅନିଶ ରଥ, ମନୋଜ ପଣ୍ଡା, ଶାଶ୍ଵତୀ ମିଶ୍ର, ପ୍ରିୟବ୍ରତ ନାୟକ, ଆଦିତ୍ୟ କର ପ୍ରମୁଖ ପରିଚାଳନା କରିଥିଲେ।

ବିଜୁ ଛାତ୍ର ଜନତା ଦଳ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

‘ଓଡ଼ିଶା ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ’ର ପ୍ରଥମ ବୈଠକ

August 8, 2026

ମହିଳା ପରିଚାଳିତ ଉଦ୍ୟୋଗର ସୁଦୃଢ଼ୀକରଣ ପାଇଁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

August 8, 2026

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

August 8, 2026

ନୂଆଦିଲ୍ଲୀରେ ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ଭିଜନ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ

August 7, 2026
Latest News

‘ଓଡ଼ିଶା ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ’ର ପ୍ରଥମ ବୈଠକ

August 8, 2026

ମହିଳା ପରିଚାଳିତ ଉଦ୍ୟୋଗର ସୁଦୃଢ଼ୀକରଣ ପାଇଁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

August 8, 2026

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

August 8, 2026

ନୂଆଦିଲ୍ଲୀରେ ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ଭିଜନ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ

August 7, 2026

ଗ୍ରାହକଙ୍କ ପାଇଁ ମାଗଣା ରହିବ UPI

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.