Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୬୪୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୬୪୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

June 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୬୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୦୨, କଟକରୁ ୪୧୯, ଯାଜପୁରରୁ ୩୨୨, ବାଲେଶ୍ବରରୁ ୨୯୪, ପୁରୀରୁ ୧୯୩, ଭଦ୍ରକରୁ ୧୭୯, ଅନୁଗୁଳରୁ ୧୬୫, କେନ୍ଦ୍ରାପଡାରୁ ୧୪୫, ଜଗତସିଂହପୁରରୁ ୧୧୮, ନୟାଗଡରୁ ୧୧୨, ରାୟଗଡାରୁ ୧୧୧, ମୟୂରଭଞ୍ଜରୁ ୧୧ଓ, ନବରଙ୍ଗପୁରରୁ ୯୯, ବରଗଡରୁ ୮୧, ଢେଙ୍କାନାଳରୁ ୭୫, ସୁନ୍ଦରଗଡରୁ ୭୪, କେନ୍ଦୁଝରରୁ ୬୬, କୋରାପୁଟରୁ ୬୨, ମାଲକାନାଗିରିରୁ ୫୧, କନ୍ଧମାଳରୁ ୪୯, ବୌଦ୍ଧରୁ ୪୫, ସମ୍ବଲପୁରରୁ ୪୫, ସୋନପୁରରୁ ୪୩, କଳାହାଣ୍ଡିରୁ ୩୫, ବଲାଙ୍ଗୀରିରୁ ୩୪, ନୂଆପଡାରୁ ୩୩, ଦେବଗଡରୁ ୩୦, ଗଞ୍ଜାମରୁ ୨୭, ଗଜପତିରୁ ୨୩, ଝାରସୁଗୁଡାରୁ ଏବଂ ଷ୍ଟେଟ ପୁଲରୁ ୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୬୦ ହଜାର ୧୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୯ ହଜାର ୫୧୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୦୦ କୁ ବୃଦ୍ଧି ହୋଇଛି।

ଓଡିଶା ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.