
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୮ ହଜାର ୬୯୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୧୮୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧ ଲକ୍ଷ ୮୨ ହଜାର ୧୭୩ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୪ ହଜାର ୪୯୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୧ ଲକ୍ଷ ୯୩ ହଜାର ୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୯୫ ହଜାର ୫୬୫ ଆକ୍ଟିଭ୍ କେସ୍ ରହିଛି।
Tags: କରୋନା ଅପଡେଟ୍, କରୋନା ପଜିଟିଭ