Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ୫୦ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

କରୋନା ଅପଡେଟ୍: ଦେଶରେ ୫୦ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

June 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୮ ହଜାର ୬୯୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୧୮୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧ ଲକ୍ଷ ୮୨ ହଜାର ୧୭୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୪ ହଜାର ୪୯୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୧ ଲକ୍ଷ ୯୩ ହଜାର ୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୯୫ ହଜାର ୫୬୫ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026
Latest News

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.