Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି ପକ୍ଷରୁ ୩୦ ଜିଲ୍ଲା ପାଇଁ ନିଯୁକ୍ତି ହେଲେ ୬ ବରିଷ୍ଠ ପର୍ଯ୍ୟବେକ୍ଷକ
ଆଜିର ଖବର

ବିଜେଡ଼ି ପକ୍ଷରୁ ୩୦ ଜିଲ୍ଲା ପାଇଁ ନିଯୁକ୍ତି ହେଲେ ୬ ବରିଷ୍ଠ ପର୍ଯ୍ୟବେକ୍ଷକ

June 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ୩୦ ଜିଲ୍ଲା ପାଇଁ ୬ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରାଯାଇଛି। ଦଳର ସୁପ୍ରିମ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଜଣଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରାଯାଇ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି।

ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ୭ ଟି ଜିଲ୍ଲା ଦାୟିତ୍ଵ ଦିଆଯାଇଥିବା ବେଳେ ଦେବୀ ମିଶ୍ରଙ୍କୁ ୬ ଟି ଜିଲ୍ଲା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ୬ ଟି, ବିକ୍ରମ ଆରୁଖଙ୍କୁ ୫ ଟି, ନିରଞ୍ଜନ ପୂଜାରୀ ୪ଟି ଏବଂ ମହେଶ୍ଵର ମହାନ୍ତିଙ୍କୁ ୨ ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ଵ ନ୍ୟସ୍ତ କରାଯାଇଛି।

 

ଜିଲ୍ଲା ପର୍ଯ୍ୟବେକ୍ଷକ ବରିଷ୍ଠ ପର୍ଯ୍ୟବେକ୍ଷକ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Latest News

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ନିମ୍ବୁଡା ନିମ୍ବୁଡା ତାକତ୍: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଗିରଫ ହୋଇ ଜେଲ ଗଲେ ମନୋଜ ପାଢୀ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.