Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଭିଏମ୍‌ ଭାଙ୍ଗିଲେ ଜନସେନା ବିଧାୟକ
ଆଜିର ଖବର

ଇଭିଏମ୍‌ ଭାଙ୍ଗିଲେ ଜନସେନା ବିଧାୟକ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
evm broke by jansena contestant
evm broke by jansena contestant

ଆନ୍ଧ୍ରପ୍ରଦେଶରେ ଜନସେନା ଦଳର ଜଣେ ବିଧାୟକ ପ୍ରାର୍ଥୀ ନିର୍ବାଚନୀ ବୁଥ୍‌ରେ ଇଭିଏମ୍‌ ଭାଙ୍ଗିଛନ୍ତି। ଇଭିଏମ୍‌ ଭାଙ୍ଗିବା ପରେ ବିଧାୟକ ପ୍ରାର୍ଥୀଙ୍କୁ ପୋଲିସ୍‌ ଗିରଫ କରି ନେଇଛି। ଗୁରୁବାର ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଏହି ଘଟଣା ଘଟିଛି। ଅନନ୍ତପୁର ଜିଲ୍ଲାର ଗୁଣ୍ଟକାଲ ବିଧାନସଭା ଆସନର ଜନସେନା ପ୍ରାର୍ଥୀ ମଧୁସୁଦନ ଗୁପ୍ତା ଇଭିଏମ୍‌ରେ ନିର୍ବାଚନ ମଣ୍ଡଳୀର ନାମ ନଥିବାରୁ ଏହାକୁ ଫୋପାଡି ଭାଙ୍ଗି ଦେଇଥିଲେ। ଏହି ଘଟଣା ପରେ ତୁରନ୍ତ ପୋଲିସ ତାଙ୍କୁ ଗିରଫ କରି ନେଇଥିଲା। ଏହି ଘଟଣାକୁ ଜନସେନା ଦଳର ମୁଖ୍ୟ ତଥା ସୁପରଷ୍ଟାର ପଓ୍ବନ୍‌ କଲ୍ୟାଣ କଡା ନିନ୍ଦା କରିଛନ୍ତି। ନିର୍ବାଚନ ଅନ୍ୟ ସ୍ଥାନ ମାନଙ୍କରେ ଶାନ୍ତି ଶୃଙ୍ଖଳାର ସହିତ ଚାଲିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଗୋପାଳ କୃଷ୍ଣ ଦ୍ବିବେଦୀ ସୂଚନା ଦେଇଛନ୍ତି। ପ୍ରାୟ ୫୦ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି ବୋଲି ମଧ୍ୟ ଶ୍ରୀ ଦ୍ବିବେଦୀ ସୂଚନା ଦେଇଛନ୍ତି। ଆନ୍ଧ୍ରପ୍ରଦେଶରେ ୨୫ ଲୋକସଭା ଏବଂ ୧୭୫ ବିଧାନସଭା ପାଇଁ ୩୧୯ ଏବଂ ୨୧୧୮ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତ୍ତୀର୍ଣ୍ଣ ହୋଇଛନ୍ତି।

evmmachine thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026
Latest News

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.