Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୩୧୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୩୧୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

June 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୯୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩ ହଜାର ୭୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୬୭ ହଜାର ୪୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୨ ହଜାର ୪୦୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୮୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୩ ହଜାର ୩୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୫୬୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୦ ଜଣ, ଅନୁଗୁଳ ଜିଲ୍ଲାରୁ ୧୧୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୩୯୭ ଜଣ, ବରଗଡ ଜିଲ୍ଲାରୁ ୪୭ ଜଣ, ଭଦ୍ରକ ଜିଲ୍ଲାରୁ ୧୬୩, ବଲାଙ୍ଗୀରି ଜିଲ୍ଲାରୁ ୧୦, ବୌଦ୍ଧ ଜିଲ୍ଲାରୁ ୧୬, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୬୯ ଜଣ, ଗଜପତି ଜିଲ୍ଲାରୁ ୧୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ ଜଣ, ଯାଜପୁର ଜିଲ୍ଲାରୁ ୧୯୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ ଜଣ, କନ୍ଧମାଳ ଜିଲ୍ଲାରୁ ୨୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩୪ ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ ଜଣ, କୋରାପୁଟ ଜିଲ୍ଲାରୁ ୫୯ ଜଣ, ମାଲକାନାଗିରି ଜିଲ୍ଲାରୁ ୭୧ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୯୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୯ ଜଣ, ନୟାଗଡ ଜିଲ୍ଲାରୁ ୧୧୧ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୭୫ ଜଣ, ରାୟଗଡା ଜିଲ୍ଲାରୁ ୪୩ ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ ଜଣ, ସୋନପୁର ଜିଲ୍ଲାରୁ ୧୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୬ ଜଣ ଏବଂ ଷ୍ଟେଟ ପୁଲରୁ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Latest News

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.