Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୬ ହଜାର ୧୪୮ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୬ ହଜାର ୧୪୮ ଆକ୍ରାନ୍ତ

June 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୧୪୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୭୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨ ଲକ୍ଷ ୭୯ ହଜାର ୩୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୬ ହଜାର ୭୩୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୯ ହଜାର ୬୦୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୭୨ ହଜାର ୯୯୪ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026
Latest News

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.