Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୭ ହଜାର ୫୬୬ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୭ ହଜାର ୫୬୬ ଆକ୍ରାନ୍ତ

June 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୫୬୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୦୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩ ଲକ୍ଷ ୧୬ ହଜାର ୮୯୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୭ ହଜାର ୬୩୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୬୬ ହଜାର ୬୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୫୨ ହଜାର ୬୫୯ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ତିରୁଭଲ୍ଲୁରରେ ଅମୋନିଆ ଗ୍ୟାସ ଲିକ୍: ୭ ମହିଳାଙ୍କ ମୃତ୍ୟୁ

June 21, 2026

ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ସମ୍ପର୍କରେ ICC ବଡ଼ ନିଷ୍ପତ୍ତି: ସାମ୍ନାକୁ ଆସିଲା ନୂଆ ଅପଡେଟ୍

June 21, 2026

ଏକ ସୁଦୃଢ଼ ଗଣତନ୍ତ୍ରର ସର୍ବୋତ୍ତମ ସମ୍ପଦ ହେଉଛନ୍ତି ସୁସ୍ଥ ନାଗରିକ: ଲୋକସଭା ବାଚସ୍ପତି

June 21, 2026

ଫାଇନାଲରେ ଶ୍ରୀଲଙ୍କାକୁ ୩୭୮ ରନ୍ ଟାର୍ଗେଟ ଦେଲା ଭାରତ: ବୈଭବଙ୍କ ପରେ ଅନୁକୂଳଙ୍କ ବିସ୍ଫୋରକ ପାଳି

June 21, 2026
Latest News

ତିରୁଭଲ୍ଲୁରରେ ଅମୋନିଆ ଗ୍ୟାସ ଲିକ୍: ୭ ମହିଳାଙ୍କ ମୃତ୍ୟୁ

June 21, 2026

ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ସମ୍ପର୍କରେ ICC ବଡ଼ ନିଷ୍ପତ୍ତି: ସାମ୍ନାକୁ ଆସିଲା ନୂଆ ଅପଡେଟ୍

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଏକ ସୁଦୃଢ଼ ଗଣତନ୍ତ୍ରର ସର୍ବୋତ୍ତମ ସମ୍ପଦ ହେଉଛନ୍ତି ସୁସ୍ଥ ନାଗରିକ: ଲୋକସଭା ବାଚସ୍ପତି

June 21, 2026

ଫାଇନାଲରେ ଶ୍ରୀଲଙ୍କାକୁ ୩୭୮ ରନ୍ ଟାର୍ଗେଟ ଦେଲା ଭାରତ: ବୈଭବଙ୍କ ପରେ ଅନୁକୂଳଙ୍କ ବିସ୍ଫୋରକ ପାଳି

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.