Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍ଷ୍ନୌ ଏକ୍ସପ୍ରେସ ଓ୍ବେ ଦୁର୍ଘଟଣାରେ ୮ ମୃତ
ଆଜିର ଖବର

ଲକ୍ଷ୍ନୌ ଏକ୍ସପ୍ରେସ ଓ୍ବେ ଦୁର୍ଘଟଣାରେ ୮ ମୃତ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଏକ ବଡ ଧରଣର ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ଦ୍ରୁତ ଗତିରେ ଲକ୍ଷ୍ନୌରୁ ଆଗ୍ରା ଆସୁଥିବା ଏକ କାର ସମ୍ମୁଖରେ ଯାଉଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ କାରରେ ଥିବା ୮ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ୭ଜଣଙ୍କ ଘର ଜୋନପୁର ଓ ଅନ୍ୟ ଜଣେ ଆଜମଗଡ଼ର ବାସିନ୍ଦା ବୋଲି ଜଣାପଡ଼ିଛି। ଏମାନେ ସମସ୍ତେ ଆଗ୍ରାସ୍ଥିତ ଡ. ଭିମରାଓ ଆମ୍ବେଦକର ବିଶ୍ୱବିଦ୍ୟାଳୟରେ ଶିକ୍ଷକ ପଦ ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ। ​ସକାଳ ୮ଟାରେ ଲକ୍ଷ୍ନୌ ଏକ୍ସପ୍ରେସ ୱେର ଫତେହବାଦର ମାଇଲଷ୍ଟୋନ ୩୭.୨ ନିକଟରେ ‌ଏହି ଦୁର୍ଘଟଣା ଘଟିଛି।

accident expressway luchnow road thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.