Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୯: ସୁସ୍ଥ ହେଲେ ୩୪୦ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୯: ସୁସ୍ଥ ହେଲେ ୩୪୦ କରୋନା ଆକ୍ରାନ୍ତ

June 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୯ ଆକ୍ରାନ୍ତଙ୍କ ମଧ୍ୟରୁ ୬୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୧୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ହଜାର ୮୦୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୩୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୮୮ ହଜାର ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୩୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା: “ବୋଲବମ୍” ଧ୍ୱନିରେ ମୁଖର ରାସ୍ତା

August 8, 2026

ମହିଳା ସଂରକ୍ଷଣରେ SADର ‘ହଁ’, ଡିଲିମିଟେସନ୍‌ରେ ବି ସମର୍ଥନ: ବଦଳୁଛି ରାଜନୈତିକ ସମୀକରଣ!

August 8, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ପାଳିତ

August 8, 2026

ଶ୍ରୀଲଙ୍କାରେ ଦେବଦତ୍ତ ପାଡିକ୍କଲଙ୍କ ଚମତ୍କାର ଶତକ: ଯଶସ୍ୱୀ ଏବଂ ପନ୍ତ-ଜୁରେଲ ଫ୍ଲପ୍

August 8, 2026
Latest News

ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା: “ବୋଲବମ୍” ଧ୍ୱନିରେ ମୁଖର ରାସ୍ତା

August 8, 2026

ମହିଳା ସଂରକ୍ଷଣରେ SADର ‘ହଁ’, ଡିଲିମିଟେସନ୍‌ରେ ବି ସମର୍ଥନ: ବଦଳୁଛି ରାଜନୈତିକ ସମୀକରଣ!

August 8, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ପାଳିତ

August 8, 2026

ଶ୍ରୀଲଙ୍କାରେ ଦେବଦତ୍ତ ପାଡିକ୍କଲଙ୍କ ଚମତ୍କାର ଶତକ: ଯଶସ୍ୱୀ ଏବଂ ପନ୍ତ-ଜୁରେଲ ଫ୍ଲପ୍

August 8, 2026

ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.