Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୩୭୧ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୩୭୧ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

June 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୩୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୨୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୪୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୪ ହଜାର ୩୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୪୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୯୬୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୩ ହଜାର ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୩୦ ଜଣ, କଟକ ଜିଲ୍ଲାରୁ ୪୬୮ ଜଣ, ଅନୁଗୁଳ ଜିଲ୍ଲାରୁ ୯୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୨୫୮ ଜଣ, ବରଗଡ ଜିଲ୍ଲାରୁ ୩୫ ଜଣ, ଭଦ୍ରକ ଜିଲ୍ଲାରୁ ୧୭୬, ବଲାଙ୍ଗୀରି ଜିଲ୍ଲାରୁ ୧୨, ବୌଦ୍ଧ ଜିଲ୍ଲାରୁ ୧୯, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୫୮ ଜଣ, ଗଜପତି ଜିଲ୍ଲାରୁ ୧୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ ଜଣ, ଯାଜପୁର ଜିଲ୍ଲାରୁ ୨୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୨୯ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୧୯ ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ ଜଣ, କୋରାପୁଟ ଜିଲ୍ଲାରୁ ୫୨ ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୨୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ ଜଣ, ନୟାଗଡ ଜିଲ୍ଲାରୁ ୧୩୫ ଜଣ, ନୂଆପଡା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୯୩ ଜଣ, ରାୟଗଡା ଜିଲ୍ଲାରୁ ୫୯ ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ ଜଣ, ସୋନପୁର ଜିଲ୍ଲାରୁ ୨୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୨ ଜଣ ଏବଂ ଷ୍ଟେଟ ପୁଲରୁ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.