Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି

June 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୧୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ବରଗଡ, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ଭଦ୍ରକ, ବାଲେଶ୍ଵର, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, କନ୍ଧମାଳ, କୋରାପୁଟ, ପୁରୀ, ସମ୍ବଲପୁର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୪ ହଜାର ୩୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୪୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି ହୋଇଛି।

ଓଡିଶା ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.