Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକ ଘଣ୍ଟା ବ୍ୟବଧାନରେ ନାଚୁଣୀ ଜାତୀୟ ରାଜପଥରେ ଦୁଇ ଗୋଟି ସଡ଼କ ଦୁର୍ଘଟଣା
ଆଜିର ଖବର

ଏକ ଘଣ୍ଟା ବ୍ୟବଧାନରେ ନାଚୁଣୀ ଜାତୀୟ ରାଜପଥରେ ଦୁଇ ଗୋଟି ସଡ଼କ ଦୁର୍ଘଟଣା

June 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳୁ ଏକ ଘଣ୍ଟା ବ୍ୟବଧାନରେ ଦୁଇ ଗୋଟି ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ମୁତାବକ ସକାଳ ୫ ଘଟିକାରେ ବ୍ରହ୍ମପୁରରୁ ଏକ ଟମାଟୋ ବୋଝେଇ ଟ୍ରକ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବରଡ଼ି ଛକଠାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଶହ ଶହ ଟମାଟୋ ଜାତୀୟ ରାଜପଥରେ ପଡି ନଷ୍ଟ ହୋଇଯାଇଥିବା ବେଳେ ଗାଡି ଚାଳକ ଏବଂ ହେଲ୍ପର ଅଳ୍ପକେ ବର୍ତ୍ତିଯାଇଥିଲେ। ଖବର ପାଇ ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ଘଟଣାସ୍ଥଳରେ ପହଁଚି ଏକ କ୍ରେନ ମାଧ୍ୟମରେ ଗାଡିଟିକୁ ଉଦ୍ଧାର କରିଛନ୍ତି।

ଅନୁରୂପ ଭାବେ ଏହାର ଏକ ଘଣ୍ଟା ପରେ ସକାଳ ୬ ଘଟିକାରେ ଖୋର୍ଦ୍ଧାରୁ ଆସ୍କା ଯାଉଥିବା ଏକ ରଙ୍ଗ ବୋଝେଇ ପିକଅପ ଗାଡିଟି ସେହି ସ୍ଥାନରେ ଭରସାମ୍ୟ ହରାଇ ଓଲଟିପଡ଼ିଥିଲା।  ଫଳରେ ଲକ୍ଷାଧିକ ଟଙ୍କାର ରଙ୍ଗ ଜାତୀୟ ରାଜପଥରେ ପଡି ନଷ୍ଟ ହୋଇଯାଇଛି। ତେବେ ଗାଡି ଚାଳକ ଏବଂ ହେଲ୍ପର ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ଘଟଣାସ୍ଥଳରେ ନାଚୁଣୀ ଫାଣ୍ଡି ପୋଲିସ ପହଞ୍ଚି ଗାଡ଼ିକୁ ଉଦ୍ଧାର କରିଥିବାର ଦେଖାଯାଇଛି।

ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

March 28, 2026

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

March 28, 2026

ପଞ୍ଜାବରେ କେତେ ଦିନ ପାଇଁ ମହଜୁଦ ଅଛି ପେଟ୍ରୋଲ-ଡିଜେଲ?: ଜଣାଇଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ

March 28, 2026

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026
Latest News

ଦୁଇ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

March 28, 2026

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

March 28, 2026

ପଞ୍ଜାବରେ କେତେ ଦିନ ପାଇଁ ମହଜୁଦ ଅଛି ପେଟ୍ରୋଲ-ଡିଜେଲ?: ଜଣାଇଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ

March 28, 2026

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.