Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକାର ଅଭାବ: ୧୬ ଟି ଜିଲ୍ଲାରେ ବାଧାପ୍ରାପ୍ତ ହେଲା ଟୀକାକରଣ
ଆଜିର ଖବର

ଟିକାର ଅଭାବ: ୧୬ ଟି ଜିଲ୍ଲାରେ ବାଧାପ୍ରାପ୍ତ ହେଲା ଟୀକାକରଣ

July 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଟିକାର ଅଭାବ ଯୋଗୁଁ ଟିକାକରଣରେ ବାଧାପ୍ରାପ୍ତ ହୋଇଛି। ଆଜି ୧୬ ଟି ଜିଲ୍ଲାରେ ଟିକାକରଣ ବାଧାପ୍ରାପ୍ତ ହୋଇଛି। ତେଣୁ ଲକ୍ଷ୍ୟ ଅନୁଯାୟୀ ଟିକାକରଣ ହୋଇପାରୁନାହିଁ। ପ୍ରତ୍ୟେକ ଦିନ ୩ ଲକ୍ଷ ଟିକା ପାଇଁ ଟାର୍ଗେଟ ରଖାଯାଇଥିବା ବେଳେ ଗତକାଲି ମାତ୍ର ୪୯ ହଜାର ଟିକା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କୋଭାକ୍ସିନ ଟିକା ୩ ଲକ୍ଷ ଉପରେ ଥିବା ବେଳେ କୋଭିସିଲ୍ଡ ଟିକା ମାତ୍ର ୧୯ ହଜାର ମହଜୁଦ ରହିଛି। ତେଣୁ ଟିକାର ଅଭାବ ଦେଖାଯାଇଛି। ଯାହାଫଳରେ ଆଜି ୧୬ ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି।

ତେବେ ଆଜି ରାଜ୍ୟକୁ ୧ ଲକ୍ଷ କୋଭିସିଲ୍ଡ ଟିକା ଡୋଜ ଆସିବାକୁ ଥିବା ବେଳେ ତାହା ପର୍ଯ୍ୟାପ୍ତ ହେବ ନାହିଁ। ପର୍ଯ୍ୟାପ୍ତ ଟିକା ମିଳିଲେ ୩ ୟ ଲହରୀ ପୂର୍ବରୁ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଓଡିଶା ଟିକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.