Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଗୁଲ୍‌ ପେ’ର ବୈଧତା ନେଇ ଆରବିଆଇକୁ କୋର୍ଟଙ୍କ ନୋଟିସ୍‌
ଆଜିର ଖବର

ଗୁଗୁଲ୍‌ ପେ’ର ବୈଧତା ନେଇ ଆରବିଆଇକୁ କୋର୍ଟଙ୍କ ନୋଟିସ୍‌

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
court nitices to rbi on googlepay issue
court nitices to rbi on googlepay issue

ଲୋକପ୍ରିୟ ୟୁପିଆଇ ପେମେଣ୍ଟ ଆପ୍ଲିକେସନ୍‌ ଗୁଗୁଲ୍‌ ପେ’ର ବୈଧତା ନେଇ ପ୍ରଶ୍ନ ଉଠାଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଏନେଇ କୋର୍ଟଙ୍କ ପକ୍ଷରୁ ଭାରତୀୟ ରିଜର୍ଭ ବ୍ୟାଙ୍କକୁ ଏକ ନୋଟିସ ମଧ୍ୟ ଜାରି କରାଯାଇଛି। ଏହା ସହିତ ଗୁଗୁଲ୍‌ର ଡିଜିଟାଲ ପ୍ଲାଟ୍‌ଫର୍ମକୁ ମଧ୍ୟ ଉତ୍ତର ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି। ଅନୁମତି ନଥାଇ ଗୁଗୁଲ୍‌ ପେ ଅର୍ଥ ଦେଣନେଣ ଚଲାଇଥିବା ଅଭିଯୋଗ ଆସିବା ପରେ ଏହି ମାମଲା ହୋଇଛି। ଭାରତରେ ଅର୍ଥନୈତିକ କାରବାର ନିମନ୍ତେ ଆରବିଆଇ ନିକଟରୁ ଏକ ଅନୁମତି ପତ୍ର ନେବାକୁ ପଡିଥାଏ। ସମୁଦାୟ ୮୨ଟି କମ୍ପାନୀ ଦେଶରେ ୟୁପିଆଇ ଦେଣନେଣ ପାଇଁ ଅନୁମତି ନେଇଥିବା ବେଳେ ଏହି ତାଲିକାରେ ଗୁଗୁଲ ପେ’ର ନାମ ନାହିଁ। ଅଭିଜିତ୍‌ ମିଶ୍ରଙ୍କ ଦ୍ବାରା ଦାଖଲ ହୋଇଥିବା ଯାଚିକା ଉପରେ ବିଚାର କରି ମୁଖ୍ୟ ବିଚାରପତି ରାଜେନ୍ଦ୍ର ମେନନ ଏବଂ ଜଷ୍ଟିିସ୍‌ ଅନୁପ ଜୟରାମ ଭାମ୍ଭାନିଙ୍କ ଖଣ୍ଡପୀଠ ଏହି ନୋଟିସ୍‌ ଜାରି କରିଥିଲେ। ଏହି ମାମଲାରେ ଗୁଗୁଲ୍‌ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରିନାହିଁ। ୨୯ ଏପ୍ରିଲ୍‌ରେ ମାମଲାର ବିଚାର ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି କୋର୍ଟ।

court notice rbi
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.