Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଗର୍ଭବତୀ ମହିଳାଙ୍କୁ ମିଳିବ କରୋନା ଟିକା: କେନ୍ଦ୍ର ସରକାର ଦେଲା ଅନୁମତି
ଆଜିର ଖବର

ଏଣିକି ଗର୍ଭବତୀ ମହିଳାଙ୍କୁ ମିଳିବ କରୋନା ଟିକା: କେନ୍ଦ୍ର ସରକାର ଦେଲା ଅନୁମତି

July 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗର୍ଭବତୀଙ୍କୁ କରୋନା ଟିକା ଦେବାକୁ ନେଇ ଏବେ ଆଶଙ୍କା ସମାପ୍ତ ହୋଇଛି। ଏଣିକି ଗର୍ଭବତୀ ମହିଳା କରୋନା ଟିକା ନେଇପାରିବେ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ବହୁ ଦିନ ଧରି ଏହା ଉପରେ ଆଲୋଚନା ଓ ତର୍ଜମା ଜାରି ରହିଥିଲା।

ତେବେ ଶେଷରେ କେନ୍ଦ୍ର ସରକାର ଗର୍ଭବତୀଙ୍କୁ ଟିକାକରଣରେ ସାମିଲ କରିବା ପାଇଁ ଅନୁମତି ଦେଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ଟିକାକରଣରେ ସାମିଲ ହେବା ପାଇଁ ଗର୍ଭବତୀ ମହିଳାମାନେ କୋ-ୱିନ ଆପରେ ପଞ୍ଜୀକରଣ କରି ସ୍ଲଟ ବୁକିଂ କରିପାରିବେ।

କରୋନା ଟିକା କେନ୍ଦ୍ର ସରକାର ଗର୍ଭବତୀ ମହିଳା
Share. Facebook Twitter LinkedIn Email WhatsApp Copy Link

Related Posts

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026

ନୟାଗଡ଼ ଜିଲ୍ଲା ପାଇଁ ଗୌରବର ମୁହୂର୍ତ୍ତ: OJEE MTech ରେ ରାଜ୍ୟ ଟପ୍ପର ହେଲେ ରଣପୁରର ସ୍ୱାଗତ

June 9, 2026

ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

June 9, 2026
Latest News

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026

ନୟାଗଡ଼ ଜିଲ୍ଲା ପାଇଁ ଗୌରବର ମୁହୂର୍ତ୍ତ: OJEE MTech ରେ ରାଜ୍ୟ ଟପ୍ପର ହେଲେ ରଣପୁରର ସ୍ୱାଗତ

June 9, 2026

ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

June 9, 2026

କଂଗ୍ରେସକୁ ବଡ଼ ଝଟକା: ମଧ୍ୟପ୍ରଦେଶରୁ ରାଜ୍ୟସଭା ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନ ବାତିଲ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.