Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS : ବସିବ ଛତିଶାନିଯୋଗ ବୈଠକ, ରଥଯାତ୍ରା ପରିଚାଳନା ନେଇ ହେବ ନିଷ୍ପତି
ଆଜିର ଖବର

BREAKING NEWS : ବସିବ ଛତିଶାନିଯୋଗ ବୈଠକ, ରଥଯାତ୍ରା ପରିଚାଳନା ନେଇ ହେବ ନିଷ୍ପତି

July 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS : ବସିବ ଛତିଶାନିଯୋଗ ବୈଠକ, ରଥଯାତ୍ରା ପରିଚାଳନା ନେଇ ହେବ ନିଷ୍ପତି

ପୁରୀ, ଶନିବାର 3 ତାରିଖରେ ଅପରାହ୍ନ 4ଟା 30ରେ ରଥଯାତ୍ରାକୁ ନେଇ ଛତିଶା ନିଯୋଗ ବୈଠକ ବସିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। କୋଭିଡ କଟକଣା ପାଇଁ ଏହି ବୈଠକ ଭିଡିଓ କନଫ୍ରେସିଂ ମାଧ୍ୟମରେ କରାଯିବ।

ଏହି ବୈଠକରେ ମୁଖ୍ୟତଃ ରଥଯାତ୍ରା ପରିଚାଳନା ନେଇ ଗୁରୁତ୍ବ ପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯିବ। ଏଥିସହିତ ରଥଯାତ୍ରା ସମ୍ବନ୍ଧିୟ ଅନ୍ୟାନ୍ୟ ନିଷ୍ପତି ମଧ୍ୟ ଏହି ବୈଠକରେ ନିଆଯିବ। ଏହି ବୈଠକ ଶେଷ ହେବା ପରେ ମନ୍ଦିର ପ୍ରଶାସନ ତରଫରୁ ରଥଯାତ୍ରା ପରିଚାଳନା ନେଇ ଘୋଷଣା କରାଯିବ।

ଛତିଶା ନିଯୋଗ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ହାଇଦ୍ରାବାଦ-ବିଜୟୱାଡା ରାଜପଥରେ ଭୟଙ୍କର ଦୁର୍ଘଟଣା: ୬ ମୃତ; ୨୦ ଗୁରୁତର

August 26, 2026

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026
Latest News

ହାଇଦ୍ରାବାଦ-ବିଜୟୱାଡା ରାଜପଥରେ ଭୟଙ୍କର ଦୁର୍ଘଟଣା: ୬ ମୃତ; ୨୦ ଗୁରୁତର

August 26, 2026

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.