Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୧୫୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୧୫୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

July 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୧୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୧୧, କଟକରୁ ୩୮୪, ଯାଜପୁରରୁ ୩୩୨, ବାଲେଶ୍ବରରୁ ୧୭୪, ଭଦ୍ରକରୁ ୧୬୮, ମୟୂରଭଞ୍ଜରୁ ୧୬୪, ପୁରୀରୁ ୧୫୯, ନୟାଗଡରୁ ୧୪୯, କେନ୍ଦ୍ରାପଡାରୁ ୧୧୮, ଜଗତସିଂହପୁରରୁ ୧୧୨, ସୁନ୍ଦରଗଡରୁ ୧୦୦, କେନ୍ଦୁଝରରୁ ୯୨, ଅନୁଗୁଳରୁ ୮୨, କୋରାପୁଟରୁ ୭୪, ମାଲକାନାଗିରିରୁ ୬୪, ରାୟଗଡାରୁ ୬୪, ବୌଦ୍ଧରୁ ୪୧, ନବରଙ୍ଗପୁରରୁ ୪୧, ବରଗଡରୁ ୪୦, ଢେଙ୍କାନାଳରୁ ୩୬, ଝାରସୁଗୁଡାରୁ ୨୫, କଳାହାଣ୍ଡିରୁ ୨୩, କନ୍ଧମାଳରୁ ୨୨, ଗଞ୍ଜାମରୁ ୧୯, ଗଜପତିରୁ ୧୯, ସମ୍ବଲପୁରରୁ ୧୫, ନୂଆପଡାରୁ ୧୪, ବଲାଙ୍ଗୀରିରୁ ୧୨, ସୋନପୁରରୁ ୯, ଦେବଗଡରୁ ଏବଂ ଷ୍ଟେଟ ପୁଲରୁ ୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୮୭ ହଜାର ୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୯ ହଜାର ୨୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୩୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୧୫୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.