Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୧୯୫ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୧୯୫ କୁ ବୃଦ୍ଧି

July 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୧୯୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୧ ହଜାର ୮୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୮୭ ହଜାର ୪୨୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦ ହଜାର ୨୨୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୧୯୫ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.