Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୭୧ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୭୧ ଆକ୍ରାନ୍ତ

July 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୭୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୫୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୫ ଲକ୍ଷ ୪୫ ହଜାର ୪୩୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫୮ ହଜାର ୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮୫ ହଜାର ୩୫୦ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026
Latest News

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.