Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୩୫୮ ଆକ୍ରାନ୍ତ: କଟକରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୩୫୮ ଆକ୍ରାନ୍ତ: କଟକରୁ ସର୍ବାଧିକ

July 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୪୮୪,  ଖୋର୍ଦ୍ଧାରୁ ୩୮୬, ଯାଜପୁରରୁ ୨୯୦, ବାଲେଶ୍ବରରୁ ୨୭୮, ପୁରୀରୁ ୨୨୯, ମୟୂରଭଞ୍ଜରୁ ୧୯୭, ନୟାଗଡରୁ ୧୭୪, ଜଗତସିଂହପୁରରୁ ୧୪୫, ଭଦ୍ରକରୁ ୧୩୬, ଅନୁଗୁଳରୁ ୧୧୦, କେନ୍ଦ୍ରାପଡାରୁ ୧୧୦, ଢେଙ୍କାନାଳାରୁ ୧୦୫, କେନ୍ଦୁଝରରୁ ୯୩, ରାୟଗଡାରୁ ୮୦, ସୁନ୍ଦରଗଡରୁ ୬୭, କୋରାପୁଟରୁ ୬୬, ମାଲକାନାଗିରିରୁ ୫୦, ନବରଙ୍ଗପୁରରୁ ୪୯, କନ୍ଧମାଳରୁ ୪୩, କଳାହାଣ୍ଡିରୁ ୩୩, ବଲାଙ୍ଗୀରିରୁ ୩୧, ବରଗଡରୁ ୨୬, ସମ୍ବଲପୁରରୁ ୨୫, ସୋନପୁରରୁ ୨୧, ବୌଦ୍ଧରୁ ୧୮, ଗଜପତିରୁ ୧୬, ଗଞ୍ଜାମରୁ ୧୩, ନୂଆପଡାରୁ ୭, ଝାରସୁଗୁଡାରୁ ୬, ଦେବଗଡରୁ ୫ ଏବଂ ଷ୍ଟେଟ ପୁଲରୁ ୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୯୦ ହଜାର ୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୧ ହଜାର ୮୯୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୬ ହଜାର ୮୬୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୧୯୫ କୁ ବୃଦ୍ଧି ହୋଇଛି।

ଓଡିଶା କଟକରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026
Latest News

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.